Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରାଉରକେଲା ସହରରେ ଫୁଟିଲା ଗୁଳି

ରାଉରକେଲା: ରାଉରକେଲା ସହରରେ ଫୁଟିଲା ଗୁଳି । ସେକ୍ଟର ୪ ପୋଷ୍ଟ ଅଫିସ ନିକଟରେ ଗୁଳିକାଣ୍ଡ ହୋଇଥିବା ଜଣାପଡିଛି। ଯୁବକ ଜଣକ କାରରେ ଯାଉଥିବାବେଳେ ଦୁଇଜଣ ଦୁର୍ବୃତ୍ତ ଗୁଳିମାଡ କରିଥିଲେ। ଯାହାପରେ ବିଜୟ କୁମାର ଲାକ୍ରା ନାମକ ଯୁବକଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ତେବେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।