Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଆଜି କୃଷକଙ୍କ ଖାତାକୁ ଆସିବ ପିଏମ୍‌ କିଷାନ ଟଙ୍କା

ଭୁବନେଶ୍ୱର: ଆଜି କୃଷକଙ୍କ ଖାତାକୁ ଆସିବ ପିଏମ୍‌ କିଷାନ ଟଙ୍କା । ବିହାରରୁ ‘ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି’ର ୧୯ତମ କିସ୍ତି ଚାଷୀଙ୍କ ଆକାଉଣ୍ଟକୁ ପଠାଇବେ ମୋଦି। ଚାଷୀଙ୍କ ଖାତାକୁ ଆସିବ ୨ ହଜାର ଲେଖାଏଁ ଟଙ୍କା। ପିଏମ କିଷାନ ଯୋଜନା ହେଉଛି ଏକ କେନ୍ଦ୍ରୀୟ କୃଷି କଲ୍ୟାଣ ଯୋଜନା। ୯.୫ କୋଟି ଚାଷୀଙ୍କ ଆକାଉଣ୍ଟକୁ ଯିବ ଏହି ଟଙ୍କା।