ରାଜ୍ୟରେ ପୁଣି ବଢିବ ତାତି


ଭୁବନେଶ୍ୱର: ରାଜ୍ୟରେ ପୁଣି ବଢିବ ତାତି। ୨ରୁ ୪ ଡିଗ୍ରୀ ତାପମାତ୍ରା ବୃଦ୍ଧି ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସେହିପରି ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ। ୧ତାରିଖରୁ ତାପମାତ୍ରା ଅଧିକରୁ ଅଧିକ ବଢିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।