Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ହଷ୍ଟେଲରେ ମାଆ ହେଲେ ଦଶମ ଶ୍ରେଣୀ ଛାତ୍ରୀ

ଚିତ୍ରକୋଣ୍ଡା: ହଷ୍ଟେଲରେ ମାଆ ହେଲେ ଦଶମ ଶ୍ରେଣୀ ଛାତ୍ରୀ। ଚିତ୍ରକୋଣ୍ଡା ଆବାସିକ ବିଦ୍ୟାଳୟରେ ଲଜ୍ଜାଜନକ ଘଟଣା ଘଟିଯାଇଛି। ସୂଚନା ଅନୁଯାୟୀ, ୧୦ମ ଶ୍ରେଣୀର ଜଣେ ଛାତ୍ରୀ ଗର୍ଭବତୀ ଥିବା ବେଳେ ପରୀକ୍ଷା ଦେଇ ସ୍କୁଲ ହଷ୍ଟେଲକୁ ଫେରିଥିଲେ। ଯାହା ପରେ ସେ ପିଲା ଜନ୍ମ କରିଛନ୍ତି । ଚିତ୍ରକୋଣ୍ଡା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଛାତ୍ରୀଙ୍କୁ ଉଦ୍ଧାର କରିବା ସହ ହସ୍ପିଟାଲରେ ଭର୍ତ୍ତି କରିଛି। ଏହାବ୍ୟତୀତ ଘଟଣା ସମ୍ପର୍କରେ ତଦନ୍ତ ଆରମ୍ଭ କରିଛି । ଅପରପକ୍ଷରେ ସ୍କୁଲ ଚାରି କାନ୍ଥ ଭିତରେ ଏତେବଡ଼ ଘଟଣା କେମିତି ଘଟିଲା ତାହାକୁ ନେଇ ଏବେ ଚିନ୍ତାରେ ବାପା ମା। ଏ ନେଇ ସ୍କୁଲ କର୍ତ୍ତୃପକ୍ଷଙ୍କୁ ଦାୟୀ କରିଛନ୍ତି। 

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ