Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୨୮ରୁ ବଢିବ ତାତି, କଲବଲ ହେବେ ଜନତା

ଭୁବନେଶ୍ୱର: ଆଇପିସିସିର ଭୟାନକ ଆକଳନ ଅନୁସାରେ ୨୦୫୦ ମସିହା ବେଳକୁ ବିଶ୍ୱର ହାରାହାରି ତାପମାତ୍ରା ୨ ଡିଗ୍ରୀ ସେଲସିୟସ୍ ବଢ଼ିପାରେ । ବର୍ଷକୁ ଗ୍ରୀଷ୍ମ ପ୍ରବାହ ଦିନ ସଂଖା ୭ ଗୁଣା ବଢ଼ି ୮୦ ଛୁଇଁବ । ୨୦୫୦ ବେଳକୁ ୮୦ ଦିନ ହୋଇପାରେ ବୋଲି ଆଶଙ୍କା ପ୍ରକଟ କରିଛନ୍ତି ଭାରତୀୟ ପାଣିପାଗ ବିଭାଗର ବୈଜ୍ଞାନିକ।ଏପଟେ ପଶ୍ଚିମାଝଡ଼ ପ୍ରଭାବରେ ସପ୍ତା‌ହେ ହେଲା ସାରା ରାଜ୍ୟରେ ଦିନ ତାପମାତ୍ରା ହ୍ରାସ ପାଇଥିଲା। କିନ୍ତୁ ଏବେ ପଶ୍ଚିମାଝଡ଼ ପ୍ରଭାବ ଅପସରି ଯିବାରୁ ପୁଣି ତାତି ବଢିବ। ରାଜ୍ୟରେ ବର୍ତ୍ତମାନ ପାଗ ଶୁଖିଲା ଥିବାବେଳେ ଆସନ୍ତା ଦୁଇଦିନ ଭିତରେ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍ ବଢ଼ିପାରେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ