Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପରଲୋକରେ ଉତ୍ତମ ମହାନ୍ତି #UttamMohanty

ଆଉ ନାହାନ୍ତି ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି । ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ । କିଛି ଦିନ ହେଲା ଲିଭର ସିରୋସିସ୍ ରୋଗରେ ପୀଡିତ ଥିଲେ ।

ଓଡ଼ିଆ ସିନେମା ଜଗତର ଅଦ୍ୱିତୀୟ ନାୟକ ଶ୍ରୀ ଉତ୍ତମ ମହାନ୍ତିଙ୍କ ଦେହାନ୍ତି ଖବର ସମଗ୍ର ଓଡ଼ିଶା ପାଇଁ ଶୋକ ଆଣିଦେଇଛି।

ତାଙ୍କ ନିଖୁଣ ଅଭିନୟଦ୍ୱାରା ଦଶନ୍ଧି ଦଶନ୍ଧି ଧରି ସେ ଓଡ଼ିଆ ସିନେପ୍ରେମୀଙ୍କ ହୃଦୟକୁ ଛୁଇଁଥିଲେ। ଓଡ଼ିଶା ଓ ଓଡ଼ିଆ କଳାକ୍ଷେତ୍ର ପାଇଁ ତାଙ୍କ ଅବଦାନକୁ ଏ ମାଟି ସର୍ବଦା ମନେ ପକାଉଥିବ।

ଏହି ଦୁଃଖଦ ସମୟରେ ତାଙ୍କ ପବିବାରଜନଙ୍କୁ ସମବେଦନା ଜଣାଇବା ସହିତ ଅମର ଆତ୍ମାର ସଦଗତି ନିମନ୍ତେ ମହାପ୍ରଭୁଙ୍କୁ ପ୍ରାର୍ଥନା କରୁଛୁ।