Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରାଜ୍ୟରେ ୩୮ ଡ଼ିଗ୍ରୀ ଟପିଲା ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ୩୮ ଡ଼ିଗ୍ରୀ ଟପିଲା ତାପମାତ୍ରା। ଗତକାଲି ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା। ଟିଟିଲାଗଡ଼ ଓ ଝାରସୁଗୁଡ଼ା ଓ ବଲାଙ୍ଗିରେ ରେକର୍ଡ କରିଛି ତାତି। ଟିଟିଲାଗଡ଼ ଓ ଝାରସୁଗୁଡ଼ାରେ ତାପମାତ୍ରା ୩୮ ଡ଼ିଗ୍ରୀ ଟପିଥିଲା।

ମାର୍ଚ୍ଚ ଆରମ୍ଭରୁ ଏଭଳି ସ୍ଥିତି ଉପୁଜିଲାଣି। ମାର୍ଚ୍ଚରେ ମଧ୍ୟ ଅନେକ ସ୍ଥାନରେ ଗ୍ରୀଷ୍ମ ଲହରୀ ସ୍ଥିତି ଆଶଙ୍କା ରହିଛି। ଦିନ ସହ ରାତିରେ ମଧ୍ୟ ଗରମରୁ ମିଳିବନି ତ୍ରାହି। ମେ‘ ମାସ ଯାଏଁ ସ୍ବାଭାବିକଠୁ ଅଧିକ ତାପମାତ୍ରା ଲାଗି ରହିବ । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ