Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜିଠୁ ସୁଭଦ୍ରା ରାଲି

ବ୍ରହ୍ମପୁର: ଆଜିଠୁ ରାଜ୍ୟର ସବୁ ପଞ୍ଚାୟତାରେ ହେବ ସୁଭଦ୍ରା ରାଲି। ମାର୍ଚ୍ଚ ୮ ତାରିଖ ଅନ୍ତର୍ଜାତୀୟ ମହିଳା ଦିବସ ପର୍ଯ୍ୟନ୍ତ ରାଲି ଚାଲିବ।ରାଜ୍ୟର ୬ ହଜାର ୪୯୪ଟି ସ୍ଥାନରେ ସୁଭଦ୍ରା ରାଲିର ଆୟୋଜନ କରାଯାଇଛି। ପ୍ରତି ଗ୍ରାମ ପଞ୍ଚୟତରେ ୧୦୦ ମହିଳା ଏହି ରାଲିରେ ଯୋଗ ଦେବେ।

ଏହା, ମାଧ୍ୟମରେ ଲୋକଙ୍କୁ ସଚେତନ କରିବା ପାଇଁ ପଥପ୍ରାନ୍ତ ସଭାର ମଧ୍ୟ ଆୟୋଜନ ହୋଇଛି। ଆଜି ୧ ଲକ୍ଷ ୭୦ ହଜାର ସୁଭଦ୍ରା ହିତାଧିକାରୀ ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ପାଇବେ।ସେହିପରି ମାର୍ଚ୍ଚ ୮ ତାରିଖ ଅନ୍ତର୍ଜାତୀୟ ମହିଳା ଦିବସରେ ହିତାଧିକାରୀଙ୍କୁ ସୁଭଦ୍ରାର ୨ୟ କିସ୍ତି ପ୍ରଦାନ କରାଯିବ। ଏହାଦ୍ୱାରା ୧କୋଟିରୁ ଅଧିକ ହିତାଧିକାରୀ ଉପକୃତ ହେବେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ