Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବଦଳିବ ସରକାରୀ ସ୍କୁଲର ରଙ୍ଗ, ଓସେପା ପକ୍ଷରୁ ନିର୍ଦ୍ଦେଶନାମା ଜାରି

ରାଜ୍ୟରେ ବଦଳିଛି ୨୪ ବର୍ଷର ସରକାର। ସରକାର ବଦଳିବା ପରେ ବଦଳୁଛି ରଙ୍ଗ। ପ୍ରଥମେ ବିଦ୍ୟାଳୟ ଛାତ୍ରଛାତ୍ରୀ ଓ ପରେ ସରକାରୀ କାର୍ଯ୍ୟାଳୟର ରଙ୍ଗ ବଦଳାଇବାକୁ ନିର୍ଦ୍ଦେଶ ଦିଆଯାଇଥିବାବେଳେ ଏବେ ସରକାରୀ ଓ ପ୍ରିଏମଶ୍ରୀ ସ୍କୁଲର ରଙ୍ଗ ବଦଳିବ। ଗେରୁଆ ରଙ୍ଗର ହେବ ସରକାରୀ ସ୍କୁଲ। ଓସେପା ପକ୍ଷରୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶନାମା ଜାରି ହୋଇଛି।

ବିଦ୍ୟାଳୟ ଗଣଶିକ୍ଷା ବିଭାଗ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ଚିଠି ଦିଆଯାଇଛି। ସରକାରୀ ସ୍କୁଲର ନୂଆ ରଙ୍ଗକୁ ଅନୁମୋଦନ କରିଛି ବିଭାଗ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ