Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ମାର୍ଚ୍ଚ ୭ରୁ ବିଧାନସଭା ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ

ଭୁବନେଶ୍ୱର: ମାର୍ଚ୍ଚ ୭ରୁ ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ ହେବ। ଏହା ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଚାଲିବ।ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ଫେବୃଆରୀ ୧୩ରୁ ୨୧ ତାରିଖ ପର୍ଯ୍ୟନ୍ତ ଚାଲିଥିଲା।

ଏହି ଅଧିବେଶନ କାଳରେ ଖର୍ଚ୍ଚ ଦାବି ଆଲୋଚନା ସହିତ ବ୍ୟୟମଞ୍ଜୁରୀ ବିଧେୟକ ପାରିତ ହେବ। ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ବେଶ୍ ସରଗରମ ହେବା ସମ୍ଭାବନା ରହିଛି।ଏହି ଅଧିବେଶନ କାଳରେ ଖର୍ଚ୍ଚ ଦାବି ଆଲୋଚନା ସହିତ ବ୍ୟୟମଞ୍ଜୁରୀ ବିଧେୟକ ପାରିତ ହେବ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ