Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରାଜ୍ୟରେ ଉପରମୁହାଁ ପାରଦ

ଭୁବନେଶ୍ୱର: ସାରା ରାଜ୍ୟରେ ଉପରମୁହାଁ ପାରଦ। ଆହୁରି ୨ ରୁ ୩ ଡିଗ୍ରୀ ତାପମାତ୍ରା ବୃଦ୍ଧି ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଉପକୂଳ ଓଡ଼ିଶା ସମେତ ପଶ୍ଚିମ ଓଡ଼ିଶାରେ ପ୍ରବଳ ଖରା। ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସତର୍କ ରହିବା ସହ ଶ୍ରମିକ ମାନେ କାମ ନ କରିବାକୁ ଜାରି ହୋଇଛି ନିର୍ଦ୍ଦେଶ। ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲାରେ ସ୍ବାଭାବିକଠାରୁ ୩ରୁ ୪ ଡିଗ୍ରୀ ସେଲସିୟସ୍ ଅଧିକ ତାପମାତ୍ରା ରେକର୍ଡ ହୋଇଛି।

ଗୋଟିଏ ଦୁଇଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଛୁଇଁବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏପ୍ରିଲ ଏବଂ ମେ ମାସରେ ବି ଅହେତୁକ ଭାବରେ ତାପମାତ୍ରା ବଢିବ। 

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ