Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ନାଚ ଚାଲିଥିବା ବେଳେ କଳାକାର ଅସୁସ୍ଥ : ମେଡିକାଲରେ ମୃତ୍ୟୁ

ବାଲିଗୁଡା, ତା, ୨୪/୦୩: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ କୁଡୁତୁଲି ପଞ୍ଚାୟତରେ ଯଜ୍ଞ ପାଇଁ ଗ୍ରାମର ଯୁବକ ସଂଘ ପକ୍ଷରୁ ସଂପୂର୍ଣ୍ଣ ରାମାୟଣ ନାଟକ ଚାଲିଥିବା ବେଳେ ନାଟକର ମନ୍ଥରା ଅଭିନୟ କରୁଥିବା କଳାକାର ବୈକୁଣ୍ଠ ସାହୁଙ୍କର ଦେହ ହଠାତ ମଞ୍ଚ ଉପରେ ଖରାପ ହେବାରୁ ଯୁବକ ସଂଘ ସଦସ୍ୟ ମାନେ ସଙ୍ଗେ ସଙ୍ଗେ କ.ନୂଆଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ଆଣିଥିଲେ, ହେଲେ ସେଠାରେ କଳାକାର ବୈକୁଣ୍ଠଙ୍କୁ ଡାକ୍ତର ମୃତ୍ୟୁ ଘୋଷଣା କରିଥିଲେ l ଏହି କଳାକାରଙ୍କ ଅକାଳ ମୃତ୍ୟୁରେ ସମଗ୍ର ଗ୍ରାମରେ ଶୋକାକୁଳ ପରିବେଶ ଦେଖିବାକୁ ମିଳିଥିବା ବେଳେ ନାଚକୁ ବନ୍ଦ କରାଯାଇଥିଲା l

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ