୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ


ଭୁବନେଶ୍ବର: ଆସନ୍ତାକାଲିଠୁ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ। ୩ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସରକାରୀ କାର୍ଯ୍ୟର ସମୀକ୍ଷା କରିବା ନେଇ ଦିଲ୍ଲୀ ଗସ୍ତରେ ଯାଉଛନ୍ତି ନବୀନ। ଆସନ୍ତା ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ଫେରିବାର କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି ।