Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜମନକିରା ବ୍ଲକରେ ପାରମ୍ପରିକ ପୋଷାକ ପରିଧାନ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ

ଜମନକିରା : ଜମନକିରା ବ୍ଲକ କାର୍ଯ୍ୟାଳୟରେ ଆଜି ପାରମ୍ପରିକ ପୋଷାକ ପରିଧାନ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଡ଼ିଓ ରବୀନ୍ଦ୍ର କୁମାର ସେଠୀ ଏବଂ ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ରହି ଓଡ଼ିଆ ପକ୍ଷ ପାଳନ କରିଥିଲେ। ସମସ୍ତେ ସମ୍ବଲପୁରୀ ଏବଂ ଓଡ଼ିଶାର ହସ୍ତତନ୍ତ୍ର ବସ୍ତ୍ର ପରିଧାନ କରି ଉତ୍କଳୀୟ ପରମ୍ପରା କୁ ବଜାୟ ରଖିବାକୁ ଉଦ୍ୟମ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ