Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୪୮ ଘଣ୍ଟା ମଧ୍ୟରେ ଲଘୁଚାପ ଆଶଙ୍କା !

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର। ଦକ୍ଷିଣପୂର୍ବ ବଙ୍ଗୋପସାଗରର ବାୟୁମଣ୍ଡଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଦକ୍ଷିଣପୂର୍ବ ସହ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ମଧ୍ୟ ଘୂର୍ଣ୍ଣିବଳୟଟି ସକ୍ରିୟ ଥିବା ସୂଚନା। ବାୟୁମଣ୍ଡଳରେ ୫.୮କିମି ଉଚ୍ଚତା ଯାଏଁ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ