Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ବରଗଡ ଲୋକସଭା ସାଂସଦ ପ୍ରଦୀପ ପୁରୋହିତଙ୍କୁ ଜନ୍ମ ଦିନ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

ସମ୍ବଲପୁର :ଏପ୍ରିଲ ୫ ତାରିଖ ଦିନ ବରଗଡ ଲୋକସଭା ସାଂସଦ ଶ୍ରୀ ପ୍ରଦୀପ ପୁରୋହିତଙ୍କୁ ତାଙ୍କ ଜନ୍ମ ଦିବସରେ ଦେଶର ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜ୍ଞାପନ କରିବା ସହ ଜୀବନର ସୁଖ ସମୃଦ୍ଧି ପାଇଁ ଭଗବାନ ଙ୍କ ଠାରେ ପ୍ରାର୍ଥନା କରିଛନ୍ତି । ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ,କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ଯ ଶ୍ରୀ ପୁରୋହିତଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜ୍ଞାପନ କରିଛନ୍ତି । ଏତଦବ୍ୟତୀତ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କେ ଭି ସିଂ ଦେଓ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ ସମେତ ଓଡ଼ିଶା ମନ୍ତ୍ରୀ ମଣ୍ଡଳର ଅନେକ ମନ୍ତ୍ରୀ,ବିଧାୟକ,ଅନେକ ସାଂସଦ ଶ୍ରୀ ପ୍ରଦୀପ ପୁରୋହିତଙ୍କୁ ଜନ୍ମ ଦିନର ଶୁଭେଚ୍ଛା ବାର୍ତ୍ତା ଜଣାଇଛନ୍ତିି ।