Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କାଳବୈଶାଖୀ ବର୍ଷା; ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

CREATOR: gd-jpeg v1.0 (using IJG JPEG v62), quality = 82

ଭୁବନେଶ୍ୱର: କାଳବୈଶାଖୀ ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ଘଡ଼ଘଡ଼ି ସହିତ ବର୍ଷା।

ଏ ସବୁ ସ୍ଥାନରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବ ବୋଲି ଆକଳନ କରାଯାଇଛି। ସେହିପରି ଆସନ୍ତାକାଲି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୧୩ ତାରିଖଠାରୁ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ