Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସ୍ମାର୍ଟଫୋନ ଭଳି ଏହିସବୁ ଗ୍ୟାଜେଟରେ ଲାଗିବନି ଶୁଳ୍କ

ୱାଶିଂଟନ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱର ଅନେକ ଦେଶ ଉପରେ ଶୁଳ୍କ ଲାଗୁ କରିବାକୁ ଘୋଷଣା କରିଛନ୍ତି। ସେ ଏକ ନୂତନ ଶୁଳ୍କ ବ୍ୟବସ୍ଥା ମଧ୍ୟ ପ୍ରଚଳନ କରିଥିଲେ। କିନ୍ତୁ ପରେ ନିଷ୍ପତ୍ତିକୁ ୯୦ ଦିନ ପାଇଁ ସ୍ଥଗିତ ରଖାଯାଇଥିଲା। ଏବେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ନିଷ୍ପତ୍ତି ନେଇଛନ୍ତି।

ସୂଚନା ଅନୁଯାୟୀ, ଟ୍ରମ୍ପ ପ୍ରଶାସନ ସ୍ମାର୍ଟଫୋନ, କମ୍ପ୍ୟୁଟର, ଲାପଟପ୍ ଏବଂ ଅନ୍ୟାନ୍ୟ ଇଲେକ୍ଟ୍ରୋନିକ୍ସ ସାମଗ୍ରୀକୁ ଶୁଳ୍କରୁ ବାହାରେ ରଖିବାକୁ ଯୋଜନା କରିଛନ୍ତି। ତେବେ ଏନେଇ ବିଳମ୍ବିତ ରାତିରେ ଘୋଷଣା କରାଯାଇଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ