Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କେନ୍ଦ୍ରରେ ପଡ଼ିରହିଥିବା ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିବା ପାଇଁ ଦିଲ୍ଲୀ ଯାଉଛନ୍ତି ମୁଖ୍ୟମନ୍ତ୍ରୀ। ତେବେ ଏହି ଗସ୍ତ ସମୟରେ ସେ କୌଣସି କେନ୍ଦ୍ର ମନ୍ତ୍ରୀଙ୍କୁ ଭେଟିବେ କି ନାହିଁଁ ସେ ନେଇ କୌଣସି କାର୍ଯ୍ୟକ୍ରମ ସ୍ଥିର ହୋଇ ନଥିବା ଜଣାପଡ଼ିଛି । ୧୧ ଓ ୧୨ତାରିଖ ଦୁଇ ଦିନ ଧରି ଦିଲ୍ଲୀରେ କାର୍ଯ୍ୟ ସମୀକ୍ଷା ପାଇଁ ରହିବେ ମୁଖ୍ୟମନ୍ତ୍ରୀ ।