Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଅସହ୍ୟ ଗରମରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ; ଆହୁରି ବଢିପାରେ ତାତି

ଭୁବନେଶ୍ବର: ଅସହ୍ୟ ଗରମକୁ ଅସମ୍ଭାଳ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟ। ଆଗକୁ ଆହୁରି ବଢିପାରେ ତାତି। ଉପକୂଳ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାରୁ ଅସହ୍ୟ ଗରମ ଅନୁଭୂତ ହେଉଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଏଭଳି ଗୁଳୁଗୁଳି ଜାରି ରହିବ ବୋଲି ଆକଳନ କରିଛି। ଗତକାଲି ବୌଦ୍ଧ ଓ ଝାରସୁଗୁଡ଼ାରେ ତାପମାତ୍ରା ୪୨ ଡିଗ୍ରୀ ଟପିଥିଲା । ବୌଦ୍ଧରେ ସର୍ବୋଚ୍ଚ ତାପମାତ୍ରା ୪୨ ଉପରେ ରେକର୍ଡ ହୋଇଥିଲା। ସେହିପରି ଝାରସୁଗୁଡ଼ାର ତାପମାତ୍ରା ଥିଲା ୪୨.୪। ବଲାଙ୍ଗିରରେ ୪୧.୭, ତାଳଚେରରେ ୪୧.୬, ସମ୍ବଲପୁରରେ ୪୧.୪ ଡିଗ୍ରୀ ରେକର୍ଡ କରାଯାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories