Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ତିରୋଧାନ ଅବସରରେ ବିଜେଡ଼ି ପକ୍ଷରୁ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ଯ ଅର୍ପଣ

ବୀରମହାରାଜପୁର : (ସୌମିତ୍ରି ମେହେର ) ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ଅବସରରେ ଗୁରୁବାର ବୀରମହାରାଜପୁର ବସଷ୍ଟାଣ୍ଡ ସ୍ଥିତ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଛି । ଏହି କାର୍ଯ୍ୟକ୍ରମରେ ବ୍ଲକ ଯୁବ ବିଜେଡ଼ି ସଭାପତି ନାରାୟଣ ଲୁହା, ପୂର୍ବତନ ବିନିକା ବ୍ଲକ ଅଧ୍ୟକ୍ଷ ଅଶୋକ ନନ୍ଦ, ସରପଞ୍ଚ ମହେନ୍ଦ୍ର ଜଗଦଲା, ସମିତି ସଭ୍ୟ ଶୈଳରଞ୍ଜନ ବାଦି, ଲକ୍ଷ୍ମୀନାରାୟଣ ପୁରୋହିତ, ତୁଳସୀରାମ ହୋତା, ସୁରୁ ମହାକୁର, ଧିରେନ୍ଦ୍ର ପଣ୍ଡା, ପର୍ଶୁରାମ ଦେହୁରୀ, ସଞ୍ଜୀବ ଦେହୁରୀ, ଦୟାନିଧି ମେହେର ପ୍ରମୁଖ ବହୁ ବିଜେଡି କର୍ମକର୍ତ୍ତା ଓ କର୍ମୀ ସାମିଲ ହୋଇଥିଲେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ