Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସ୍କୁଲ ଛୁଟିରେ ବ୍ୟତିକ୍ରମ: କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର:ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୨୨ ଅପ୍ରେଲ ୨୦୨୫ରେ ସମସ୍ତ ଶିକ୍ଷାନୁଷ୍ଠାନଗୁଡ଼ିକୁ ଛୁଟି ଘୋଷଣା କରିଛନ୍ତି କିନ୍ତୁ କେତେକ ସ୍ଥାନରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳୁଛି ‌ । ଅନେକ ସ୍ଥାନରେ ନିୟମର ଉଲ୍ଲଂଘନ ହେଉଥିବା ବିଭାଗର‌ ଦୃଷ୍ଟିଗୋଚର ହୋଇଛି ‌ । ଏନେଇ ଏକ ନିର୍ଦ୍ଦେଶନାମା ସମସ୍ତ ଜିଲ୍ଲାକୁ ଜାରି କରିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ । ଯେଉଁଠାରେ ସରକାରୀ ନିର୍ଦ୍ଦେଶନାମା ପାଳନ କରାଯାଉନଥିବା ଦୃଷ୍ଟିଗୋଚର ହୁଏ ତେବେ ସେଠାରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଚିଠି ମାଧ୍ୟମରେ ନିର୍ଦ୍ଦେଶ ଦିଆଯାଇଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ