Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୨୭ ତାରିଖ ପରିବର୍ତ୍ତେ ୨୬ରେ ହେବ ସାବିତ୍ରୀ ଅମାବାସ୍ୟା ଛୁଟି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟିକୁ ମେ ୨୭ ତାରିଖ ପରିବର୍ତ୍ତେ ମେ ୨୬ ତାରିଖରେ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି।

ସୂଚନା ଅନୁଯାୟୀ, ଚଳିତ ବର୍ଷ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ ମାସ ୨୭ ତାରିଖକୁ ସ୍ଥିରୀକୃତ ହୋଇଥିଲା। ତେବେ ପୁରୀ ମୁକ୍ତି ମଣ୍ଡପ ସହିତ ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ ଓ ପଞ୍ଜିକା ଗଣନକାରୀ ଅନୁଷ୍ଠାନ ମାନଙ୍କ ସହିତ ଯୋଗାଯୋଗ ପରେ ୨୬ ତାରିଖରେ ହିଁ ସାବିତ୍ରୀ ଅମାବାସ୍ୟା ପାଳନ କରାଯିବ ବୋଲି ନିଷ୍ପତ୍ତି ହୋଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories