Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

କୁଚିଣ୍ଡା ଏକଲବ୍ୟ ବିଦ୍ୟାଳୟର ପ୍ରଥମ ବ୍ୟାଚରେ ସଫଳତା ଶତକଡା ଶହେ ପ୍ରତିଶତ

ଜମନକିରା : ସମ୍ବଲପୁର ଜିଲ୍ଲା କୁଚିଣ୍ଡା ସ୍ଥିତ ଏକଲବ୍ୟ ଆବାସିକ ଆଦର୍ଶ ବିଦ୍ୟାଳୟର ଚଳିତ ଶିକ୍ଷା ବର୍ଷରେ ଦଶମ ଶ୍ରେଣୀରେ ମୋଟ ୫୬ଜଣ ପରୀକ୍ଷା ଦେଇ ପ୍ରଥମ ଶ୍ରେଣୀରେ ମୋଟ ୫୧ ଜଣ, ଦ୍ୱିତୀୟ ଶ୍ରେଣୀରେ ୩ ଏବଂ ତୃତୀୟ ଶ୍ରେଣୀରେ ୨ ଜଣ ପାସ କରି ଶତ ପ୍ରତିଶତ ସଫଳତା ଅର୍ଜନ କରିଥିବା ଜଣାଯାଇଛି। ଏହି ସଫଳତା ପାଇଁ ଅଧ୍ୟକ୍ଷ ଚକ୍ରଧର ମାଝୀ ଓ ବରିଷ୍ଟ ଶିକ୍ଷକ ମଞ୍ଜିଲ ନାୟକ, ଅନ୍ୟ ଶିକ୍ଷକ ଶିକ୍ଷୟିତ୍ରୀ ଗଣ କୃତି ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।।