Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୧୫ରୁ ବଢିବ ତାତି; ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: କାଲିଠୁ ବଢିବ ତାତି। ୧୪ ତାରିଖରୁ ରାଜ୍ୟରେ ବଢିବ ତାପମାତ୍ର। ବିଭିନ୍ନ ସ୍ଥାନରେ ୨ରୁ ୪ ଡିଗ୍ରି ଯାଏ ଦିନ ତାପମାତ୍ରା ବୃଦ୍ଧି ପାଇବା ସମ୍ଭାବନା ରହିଛି। ୧୫ରୁ ଆହୁରି ବଢିବ ତାତି। ପ୍ରଚଣ୍ଡ ଗ୍ରୀ‌ଷ୍ମ ପ୍ରବାହରେ ସିଝିବ ସାରା ଓଡ଼ିଶା। ଏମିତିକ ରାଜ୍ୟର କିଛି ସ୍ଥାନରେ ତାପମାତ୍ରା ୪୫ ଡିଗ୍ରୀ ଟପିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ସୂଚନାନୁସାରେ, ୧୫ ତାରିଖ ଦିନ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ଅନୁଗୁଳ ଆଦି ୪ ଜିଲ୍ଲାରେ ଗ୍ରୀଷ୍ମପ୍ରବାହ ଅନୁଭୂତ ହେବ। ଏଣୁ ଏହି ୪ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ୟେଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ