Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ମୋହନ -ନବୀନ କଥାହେଲେ, ଆରୋଗ୍ୟ କାମନା କଲେ

ଭୁବନେଶ୍ୱର: ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କଥା ହୋଇ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ଅବଗତ ହେଲେ।ଆସନ୍ତା ୨୨ ତାରିଖରେ ସେ ମୁମ୍ବାଇରେ ଚିକିତ୍ସିତ ହେବେ । ତାଙ୍କର ଚିକିତ୍ସା ପ୍ରକ୍ରିୟା ସଫଳ ହେବା ସହ ମହାପ୍ରଭୁ ଶ୍ରୀ ଜଗନ୍ନାଥ ତାଙ୍କୁ ଶୀଘ୍ର ସୁସ୍ଥ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ମୋହନ ପ୍ରାର୍ଥନା କରୁଛନ୍ତି ବୋଲି ନବୀନଙ୍କୁ କହିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories