Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜି ଓଡିଶା ଆସୁଛନ୍ତି ମୋଦି; ରାଜଧାନୀରେ ଦ୍ୱିତୀୟାର୍ଦ୍ଧରେ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ

ଭୁବନେଶ୍ୱର: ଆଜି ଓଡିଶା ଆସୁଛନ୍ତି ମୋଦି। ଭୁବନେଶ୍ବର ଜନତା ମଇଦାନରେ ଆୟୋଜିତ ହେବାକୁ ଥିବା ରାଜ୍ୟସ୍ତରୀୟ ସମାବେଶରେ ଅଂଶଗ୍ରହଣ କରିବେ ପ୍ରଧାନମନ୍ତ୍ରୀ।

ଫଳରେ ଅତ୍ୟଧିକ ଭିଡ଼ ଓ ଟ୍ରାଫିକ୍ ସମସ୍ୟା ଉପୁଜିବାର ଆଶଙ୍କାକୁ ଦୃଷ୍ଟିରେ ରଖ୍ ରାଜ୍ୟ ସରକାର ଆଜି ଦ୍ୱିତୀୟାର୍ଦ୍ଧରେ ଭୁବନେଶ୍ବର ମହାନଗର ନିଗମ ଅନ୍ତର୍ଗତ ସମସ୍ତ ସରକାରୀ କାର୍ଯ୍ୟ।ଳୟ ତଥା ରାଜସ୍ବ ଏବଂ ମ୍ୟାଜିଷ୍ଟେରିଆଲ୍ କୋର୍ଟ (କାର୍ଯ୍ୟନିର୍ବାହୀ)କୁ ଛୁଟି ଘୋଷଣା କରିଛନ୍ତି ।ସୂଚନା ଅନୁଯାୟୀ, ମୋଦିଙ୍କ ରୋଡ୍‌ ସୋ’ ରୁଟ୍‌ ଓ ଜନତା ମଇଦାନ ସମାରୋହ ସ୍ଥଳରେ ପ୍ରାୟ ୧୩୩ ପ୍ଲାଟୁନ୍‌ ପୋଲିସ ଫୋର୍ସ ଜଗିବେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ