କୋକିଲାବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ #NaveenPatnaik


ହସ୍ପିଟାଲରୁ ଡିସଚାର୍ଜ ହେଲେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଆଜି ସେ କୋକିଳାବେନ୍ ଧୀରଭାଇ ଅମ୍ବାନୀ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି । ତେବେ ନବୀନ ଏବେ ଓଡ଼ିଶା ଫେରିବେ ନାହିଁ । ସେ ଏକ ସପ୍ତାହ ମୁମ୍ବାଇରେ ହିଁ ରହିବେ । କାରଣ ସେଠାରେ ତାଙ୍କର ଭିଜିଓ ଥେରାପି ଚାଲିବ । ଏହାପରେ ସେ ଓଡ଼ିଶା ଫେରିବେ ।