Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଆଜି ଚିତାଲାଗି ଅମାବାସ୍ୟା, ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ଭୁବନେଶ୍ୱର: ଆଜି ଶ୍ରାବଣ ମାସ କୃଷ୍ଣପକ୍ଷ ଅମାବାସ୍ୟା ବା ଚିତାଲାଗି ଅମାବାସ୍ୟା । ଏହି ଅବସରରେ ଶ୍ରୀମନ୍ଦିରରେ ଚିତାଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କୁ ରତ୍ନଚିତା ଲାଗି କରାଯିବ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ହୀରା ଚିତା, ଶ୍ରୀବଳଭଦ୍ରଙ୍କୁ ନୀଳା ଚିତା ଓ ଦେବୀ ସୁଭଦ୍ରାଙ୍କୁ ପାନା ଚିତା ଲାଗି କରାଯିବ।

ସେଥିପାଇଁ ଅପରାହ୍ନ ସାଢ଼େ ୨ଟାରୁ ସଂଧ୍ୟା ସାଢ଼େ ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି।ତେବେ ଏହା ଏକ ଗୁପ୍ତନୀତି ହୋଇଥିବାରୁ ଅପରାହ୍ନ ସାଢ଼େ ୨ଟାରୁ ସଂଧ୍ୟା ସାଢ଼େ ୬ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି।