Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ରାଜ୍ୟସ୍ତରୀୟ କବିତା ଆବୃତ୍ତି ପ୍ରତିଯୋଗୀତାରେ ଗଜପତି ଜିଲ୍ଲା ପୁରସ୍କୃତ

ପାରଳାଖେମୁଣ୍ଡି:୨୫/୭(ଗରୁଡ ଧ୍ୱଜ ଚୌଧୁରୀ)ଓଡ଼ିଶା ସାହିତ୍ୟ ଏକାଡେ଼ମୀ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ କବିତା ଆବୃତ୍ତି ପ୍ରତିଯୋଗୀତାରେ ଗଜପତି ଜିଲ୍ଲା ଦ୍ଵିତୀୟ ସ୍ଥାନ ଅଧିକାର କରି ଜିଲ୍ଲାକୁ ଗୌରବନ୍ଵିତ କରିଛିନ୍ତି ସ୍ଥାନୀୟ ଗାନ୍ଧୀ ସ୍ମୃତି ପ୍ରାଥମିକ ବିଦ୍ୟାଳୟ,ପାରଳାଖେମୁଣ୍ଡି ର ସପ୍ତମ ଶ୍ରେଣୀର ଛାତ୍ରୀ ସୁଶ୍ରୀ ଯସ୍ମିନ ବରାଡ ରାଜ୍ୟ ସ୍ତରୀୟ ଓଡ଼ିଶା ସାହିତ୍ୟ ଏକାଡେ଼ମୀ ର ୬୮ତମ ସ୍ୱର୍ଣ୍ଣ କ୍ଷେତ୍ର ଦିବସ (ଜୁଲାଇ ୨୫) ପାଳନ ନିମନ୍ତେ ଯେଉଁ ପ୍ରତିଯୋଗୀତା ଆୟୋଜନ କରାଯାଇଥିଲା ସେଥିରେ ଆମ ଜିଲ୍ଲା କୁ ପ୍ରତିନିଧିତ୍ଵ କରିବା ସହ ସେଥିରେ ଦ୍ୱିତୀୟ ସ୍ଥାନ ଅଧିକାର କରି ଆମ ଜିଲ୍ଲା କୁ ଗୌରବନ୍ୱିତ କରିଛନ୍ତି ଓ ଅନ୍ୟ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଛନ୍ତି । ଏହି କାର୍ଯ୍ୟକ୍ରମ ଆଜି ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ର ମଣ୍ଡପ ଠାରେ ଅନୁଷ୍ଠିତ ହୋଇଥିଲା ।

More Stories