Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ୮୩୫ଟି ଆଦର୍ଶ ବିଦ୍ୟାଳୟ

ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ୮୩୫ଟି ଆଦର୍ଶ ବିଦ୍ୟାଳୟ ନିର୍ମାଣ ହେବ।- ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସମୀକ୍ଷା ବୈଠକରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରତ୍ୟେକ ପଞ୍ଚାୟତ ହେଡକ୍ୱାର୍ଟର୍ସରେ ଗୋଟିଏ ଲେଖାଏଁ ଆଦର୍ଶ ସ୍କୁଲ ନିର୍ମାଣ ହେବ।

ପ୍ରତ୍ୟେକ ବିଦ୍ୟାଳୟ ପାଇଁ ୭ କୋଟି ଟଙ୍କା ପର୍ଯ୍ୟନ୍ତ ବ୍ୟୟ ଅଟକଳ ରଖାଯାଇଛି। ଦୁର୍ଗମ ଅଂଚଳର ପିଲାଙ୍କ ଯିବା ଆସିବା ପାଇଁ ମାଗଣା ପରିବହନ ସୁବିଧା କରାଯିବ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ