Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆସିଲା ସୁଭଦ୍ରା ୩ୟ କିସ୍ତି ଟଙ୍କା, ୧ କୋଟିରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଗଲା ଟଙ୍କା

ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଲା ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ଟଙ୍କା ।

କୋରାପୁଟ ଜୟପୁରରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୧ କୋଟିରୁ ଅଧିକ ହିତାଧିକାରୀଙ୍କୁ ପଠାଗଲା ସୁଭଦ୍ରା ତୃତୀୟ କିସ୍ତି ଟଙ୍କା ।

ଡିବିଟି ଜରିଆରେ ୫ ହଜାର ମହିଳାଙ୍କ ଆକାଉଣ୍ଟକୁ ପଠାଯାଇଛି ।

ଜୟପୁରରେ ଏ ନେଇ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ କନକବର୍ଦ୍ଧନ ସିଂଦେବ ଉପସ୍ଥିତ ରହିଛନ୍ତି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ