Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବୃନ୍ଦାବାହାଲଠାରେ ପ୍ରାଥମିକ କୃଷି ସମବାୟ ସମିତି ଉଦଘାଟିତ

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ବୃନ୍ଦାବାହାଲଠାରେ ଆଜି ନୂତନ ପ୍ରାଥମିକ କୃଷି ସମବାୟ ସମିତି ଉଦଘାଟିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଜୁନାଗଡ ବିଧାୟକ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ସମବାୟ ସମିତିର ସଭାପତି ଗିରିଶଚନ୍ଦ୍ର ବେହେରା, ଗୋଲାମୁଣ୍ଡା ବ୍ଲକ ଅଧ୍ୟକ୍ଷ ବିନ୍ଦୁ ମହାନନ୍ଦ, ବୃନ୍ଦାବାହାଲ ସରପଞ୍ଚ ଇଂ ଦିନେଶ କୁମାର ରାଉତ, ଗଣ୍ଡାମେର ପଞ୍ଚାୟତର ସମିତିସଭ୍ୟ ଦୈତାରୀ ରାଉତ, କେନ୍ଦ୍ର ସମବାୟ ବ୍ୟାଙ୍କ ପରିଚାଳନା ପରିଷଦ ସଦସ୍ୟା ପ୍ରମୋଦିନୀ ରାଉତ, ଜିଲ୍ଲାପରିଷଦ ସଦସ୍ୟା ହେମାଙ୍ଗିନୀ ରାଉତ,ବୃନ୍ଦାବାହାଲ ପ୍ରାଥମିକ କୃଷି ସମବାୟ ସମିତିର ସଭାପତି ନୀଳାମ୍ବର ରାଉତ, ସଂଗଠକ ରବୀନ୍ଦ୍ର ରାଉତ ପ୍ରମୁଖ ଉପସ୍ଥିତ ଥିଲେ ।