Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଗାମୀ ୩ ଘଣ୍ଟା‌ରେ ଟ୍ବିନ୍‌ ସିଟିରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭାରତ ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଆଗାମୀ ୩ ଘଣ୍ଟା‌ରେ ଟ୍ବିନ୍‌ ସିଟିରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଭୁବନେଶ୍ୱର ଏବଂ କଟକ ସମେତ ରାଜ୍ୟର ୧୦ ଟି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ଆଗାମୀ ତିନି ଘଣ୍ଟା ମଧ୍ୟରେ ଘଡଘଡି ବିଜୁଳି ସହ ବର୍ଷା ସମ୍ଭାବନା ଥିବା କହିଛି ପାଣିପାଗ କେନ୍ଦ୍ର।

ଲୋକଙ୍କୁ ପାଣିପାଗ ଉପରେ ନଜର ରଖିବା ସହ ବଜ୍ରପାତରୁ ନିଜକୁ ରକ୍ଷା କରିବା ପାଇଁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ