Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପରଲୋକରେ ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆ

ଆସିଛି ଏକ ବଡ଼ ଦୁଃଖ ଖବର । ନୂଆପଡ଼ା ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ  । ଚେନ୍ନାଇରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ । ୨୦ ନଭେମ୍ବର ୧୯୫୬ ମସିହାରେ ଜନ୍ମଗ୍ରହଣ କରିଥିଲେ ଶ୍ରୀ ଢୋଲକିଆ । ତାଙ୍କର ମୃତ୍ୟୁ ଖବର ପାଇ ବିଭିନ୍ନ ରାଜନୈତିକ ଦଳର ନେତା ଓ କର୍ମୀଙ୍କ ମହଲରେ ଗଭୀର ଶୋକର ଲହରୀ ଖେଳିଯାଇଛି । ସେ ନୂଆପଡ଼ାରୁ ୪ ଥର ବିଧାୟକ ଭାବେ ନିର୍ବାଚିତି ହୋଇଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା । ନବୀନ ସରକାରରେ ସେ ମନ୍ତ୍ରୀ ଥିଲେ । ୨୦୦୯, ୨୦୧୯, ୨୦୨୪ରେ ସେ ବିଜୟୀ ହୋଇ ବିଧାୟକ ହୋଇଥିଲେ । 

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ