Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଦୁଇ ବାଇକ ମୁହାଁମୁହିଁ ଧକ୍କା: ୨ମୃତ : ୨ଗୁରୁତର

କନ୍ଧମାଳ: ତା, ୦୮/୦୯:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଖାଡିଙ୍ଗିଆ ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଗୁରୁତର ଅଛନ୍ତି । ମୃତକ ହେଲେ ଖାଡିଙ୍ଗିଆ ଗାଁର ବେଶବେନ କହଁର , କୁକାଙ୍ଗିଆ ଗାଁର ଶଶିକାନ୍ତ ପ୍ରଧାନ । ଅନ୍ୟ ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସ୍ଥାନୀୟ ଲୋକଙ୍କ ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।