Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆରମ୍ଭ ହୋଇଗଲା ବାତ୍ୟା ମୋନ୍ଥାର ଲ୍ୟାଣ୍ଡଫଲ, ବାତ୍ୟାର ଆଖି ନାହିଁ, ବେଗ ଘଣ୍ଟାପ୍ରତି ମାତ୍ର ୧୫ କିମି

ଆରମ୍ଭ ହୋଇଗଲା ବାତ୍ୟା ମୋନ୍ଥାର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା । ଆନ୍ଧ୍ରପ୍ରଦେଶ କାକିନାଡ଼ାରେ ଅନୁଭୂତ ହେଲାଣି ବାତ୍ୟା ମୋନ୍ଥାର ପ୍ରଭାବ । ୫ ଘଣ୍ଟା ଧରି ଚାଲିବ ଲ୍ୟାଣ୍ଡଫଲ୍‌ ପକ୍ରିୟା । କନକ ନ୍ୟୁଜ୍‌କୁ ସୂଚନା ଦେଇଛନ୍ତି ଆଇଏମ୍‌ଡି ଡିଜି । ଛୋଟ ବାତ୍ୟା ହୋଇଥିବାରୁ ବାତ୍ୟାର ଆଖି ନାହିଁ । ଘଣ୍ଟାପ୍ରତି ୧୫ କିମି ବେଗରେ ସ୍ଥଳଭାଗ ଅତିକ୍ରମ କରୁଛି ।ଆନ୍ଧ୍ରପ୍ରଦେଶ କାକିନାଡାର କୋନାସୀମାରେ ସ୍ଥଳଭାଗ ଅତିକ୍ରମ କରୁଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ