Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରାଜ୍ୟସ୍ତରୀୟ ସୁରଭି ପ୍ରତିଯୋଗିତାରେ ଗଜପତି ଜିଲ୍ଲା ଛାତ୍ରୀଙ୍କ ଦୀତିୟ ସ୍ଥାନ ହାସଲ

ପାରଳାଖେମୁଣ୍ଡି:୧୭/୧୧(ଗରୁଡ଼ ଧ୍ଵଜ ଚୌଧୁରୀ) ରାଜ୍ୟସ୍ତରୀୟ ସୁରଭି ପ୍ରତିଯୋଗିତାରେ ଗଜପତି ଜିଲ୍ଲାର ଜଣେ ଛାତ୍ରୀ ଦ୍ଵିତୀୟ ସ୍ଥାନ ଅଧିକାର କରିଥିବା ସୂଚନା ମିଳିଛି. ମୋହନା ବ୍ଲକ ହିଲ୍‌ଟପ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଦ୍ବିତୀୟ ବର୍ଷ ଛାତ୍ରୀ ଯଜ୍ଞପ୍ରଭା ବେହେରା ଦ୍ବିତୀୟ ସ୍ଥାନ ଅଧିକାର କରି ଗଜପତି ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି । ଏହାର ଶ୍ରେୟ ସେ ଗଜପତି ଜିଲ୍ଲା ଶିକ୍ଷା ଅଧିକାରୀ, ସହ ଜିଲ୍ଲା ଶିକ୍ଷାଧିକାରୀ, ଗୋଷ୍ଠୀ ଶିକ୍ଷାଧିକାରୀ, ସହଗୋଷ୍ଠୀ ଶିକ୍ଷାଧିକାରୀ ଗାଇଡ଼ ଶିକ୍ଷକ, ଶିକ୍ଷୟିତ୍ରୀଙ୍କୁ ଦେଇଛନ୍ତି । ଏହି ଅବସରରେ ଯଜ୍ଞପ୍ରଭାଙ୍କୁ ଗଜପତି ଜିଲ୍ଲାର ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories