ସ୍ପୋର୍ଟ ଦୋକାନରେ ସଟ୍ ସର୍କିଟ ଯୋଗୁଁ ଲକ୍ଷାଧିକ ଟଙ୍କା ସାମଗ୍ରୀ ନଷ୍ଟ।
କଳାହାଣ୍ଡି :୧୮/୧୧
କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସହର ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ ପଛପଟେ ଥିବା ଅଶୋକ ସ୍ପୋର୍ଟ ଦୋକାନରେ ସଟ୍ ସର୍କିଟ ଯୋଗୁଁ ନିଆଁ ଲାଗି ସମ୍ପୁର୍ଣ୍ଣ ଦୋକାନ ରେ ନିଆଁ ଲାଗି ଲକ୍ଷାଧିକ ଟଙ୍କା ର ସାମଗ୍ରୀ ନଷ୍ଟ ହୋଇଛି। ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ କର୍ମଚାରୀ ମାନେ ପହଞ୍ଚି ନିଆଁ କୁ ଆୟତ୍ତ କରିବାକୁ ଚେଷ୍ଟା ଜାରି ରଖିଛନ୍ତି।

