ବସ୍ ଦୁର୍ଘଟଣାରେ ୧୫ରୁ ଊର୍ଦ୍ଧ୍ବ ଆହତ
ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ସିଙ୍ଗିଯୁବା ନିକଟରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହେଇଛି. ୧୫ରୁ ଊର୍ଦ୍ଧ୍ବ ଯାତ୍ରୀ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି|
ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ସିଙ୍ଗିଯୁବା ନିକଟରେ ଏହି ଅଘଟଣ ଘଟିଛି| ବସ୍ଟି ଭୁବନେଶ୍ବରରୁ ବରଗଡ଼ ଜିଲ୍ଲା ବିଜେପୁର ନିକଟ ଦୀପ୍ତିପୁର ଯାଉଥିଲା

