Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜି ଦେଶବ୍ୟାପୀ ବ୍ୟାଙ୍କ କର୍ମଚାରୀଙ୍କ ଆନ୍ଦୋଳନ

ଦେଶବ୍ୟାପୀ ସରକାରୀ ବ୍ୟାଙ୍କ କର୍ମଚାରୀଙ୍କ ଆଜି ଆନ୍ଦୋଳନ । ସପ୍ତାହରେ ୫ ଦିନ କାମ କରିବା ଦାବିରେ ଆନ୍ଦୋଳନ ଡାକରା ଦେଇଛି ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ । ଲାଗାତାର ଚତୁର୍ଥ ଦିନ ପାଇଁ ସରକାରୀ ବ୍ୟଙ୍କ ସେବା ପ୍ରଭାବିତ ହେବାକୁଯାଇଛି । ଧର୍ମଘଟ ଡାକରା ପ୍ରଭାବରେ ନଗଦ ଟଙ୍କା ଜମା, ଚେକ୍ କ୍ଲିୟରାନ୍ସଠୁ ନେଇ ଏଟିଏମ ଯାଏ କାମ ପ୍ରଭାବିତ ହେବ । ଉପଭୋକ୍ତାଙ୍କୁ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ