Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜୁନ୍ ମାସରେ ସ୍ବାଭାବିକଠାରୁ କମ୍ ବର୍ଷା; ଅଧିକ ରହିବ ତାପମାତ୍ରା

ଭୁବନେଶ୍ବର: ଆସନ୍ତା ଜୁନ୍ ମାସରେ ସ୍ବାଭାବିକଠାରୁ କମ୍ ବର୍ଷା ହୋଇପାରେ । ଏ ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ମୌସୁମୀ ଆସିଲେ ସ୍ୱାଭାବିକ ବର୍ଷା ହେବା କଥା । ଜୁନରୁ ସେପ୍ଟେମ୍ବର ମାସ ମଧ୍ୟରେ ବର୍ଷାର ପରିମାଣ ସ୍ୱାଭାବିକ ରହିବ ବୋଲି, ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନା ଅନଯାୟୀ ଜୁନ୍ ମାସରେ କେବଳ ନିଅଣ୍ଟିଆ ବର୍ଷା ହେବା ସହିତ ଦିନ ତାପମାତ୍ରା ମଧ୍ୟ ସ୍ୱାଭାବିକ ଠାରୁ ଅଧିକ ରହିବା ସମ୍ଭାବନା ଥିବା ଆକଳନ କରିଛି ପାଣିପାଗ କେନ୍ଦ୍ର । ପୂର୍ବ ସୂଚନା ଅନୁଯାୟୀ ଜୁନ୍ ୪ତାରିଖ ସୁଦ୍ଧା କେରଳ ଛୁଇଁପାରେ ମୌସୁମୀ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ