Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବିଜେଡି ପକ୍ଷରୁ ରାଜ୍ୟସଭା ପ୍ରାର୍ଥୀ ଘୋଷଣା!

ଭୁବନେଶ୍ୱର,୨୮|୨: ବିଜେଡି ପକ୍ଷରୁ ରାଜ୍ୟସଭା ନିର୍ବଚନ ପାଇଁ ପ୍ରାର୍ଥୀ ଘୋଷଣା ହୋଇଛି। ଆଜି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରାଜ୍ୟସଭା ନିର୍ବଚନ ନେଇ ପ୍ରାର୍ଥୀ ଘୋଷଣା କରିଛନ୍ତି। ସତୃପ୍ତ ମିଶ୍ର ଏବଂ ଡାକ୍ତର ଦତ୍ତେଶ୍ଵର ହୋତାଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ | ସଂତୃପ୍ତ ମିଶ୍ରଙ୍କୁ ତୃତୀୟ ଆସନ ପାଇଁ ଚୟନ କରାଯାଇଥିବା ବେଳେ ଦତ୍ତେଶ୍ଵରଙ୍କୁ ଚତୁର୍ଥ ଆସନ ପାଇଁ ପ୍ରାର୍ଥୀ ଭାବେ ଘୋଷଣା ହୋଇଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ