Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଭାରସାମ୍ୟ ହରାଇ ଓଲଟିଲା ମାଛ ବୋଝେଇ ଅଟୋ

ବାଲିଗୁଡା, ତା, ୧୯/୦୪ : (ସଞ୍ଜୟ କୁମାର ପାଣିଗ୍ରାହୀ). କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ମୁସୁକୁଲି ସ୍ଥିତ ଏକ ବୁଲାଣି ନିକଟରେ ମାଛ ବୋଝେଇ ହୋଇଥିବା ଏକ ଅଟୋ ଭାରସାମ୍ୟ ହରାଇ ଓଲଟି ପଡିବାରୁ ଦୁର୍ଘଟଣା ଘଟିଛି | ଘଟଣା ରୁ ପ୍ରକାଶ ଯେ, ବାଲିଗୁଡା ରୁ ଅଟୋ ଯୋଗେ ବାରଖମା କୁ ମାଛ ନେଇ ଯାଉଥିବା ସମୟରେ ରାଜ୍ୟ ରାଜପଥ ୪୧ନମ୍ବର ରାସ୍ତାର ମୁସୁକୁଲି ନିକଟରେ ଅଟୋ ଟି ଭାରସାମ୍ୟ ହରାଇ ଓଲଟି ଯାଇଥିଲା l ଦୁର୍ଘଟଣା ରେ ଅଟୋ ଡ୍ରାଇଭର ସାମାନ୍ୟ ଆହତ ହୋଇଥିବା ବେଳେ ମାଛ ଗୁଡିକ କ୍ଷତି ଘଟିଥିବା ଜଣାପଡିଛି l

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ