Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରାଜ୍ୟସରକାରଙ୍କ  ୮ ବିଭାଗର ୮ପ୍ରସ୍ତାବରେ କ୍ୟାବିନେଟର ମୋହର!

ଭୁବନେଶ୍ୱର,୨୩।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ  ରାଜ୍ୟ କ୍ୟାବିନେଟର ୩୯ ତମ ବୈଠକ  ଅନୁଷ୍ଠିତ ହୋଇଯାଇଛି । ବୈଠକରେ ୮ ଟି ବିଭାଗର ୮ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ  l ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ  ସୂଚନା ଦେଇଛନ୍ତି l
ସୂଚନା ଅନୁସାରେ, ରାଜ୍ୟ ସରକାରଙ୍କ ଶିଳ୍ପ, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା, ଗୃହ ନିର୍ମାଣ ଓ ନଗର ଉନ୍ନୟନ, ପୂର୍ତ୍ତ(ନିର୍ମାଣ), ବାଣିଜ୍ୟ ଓ ପରିବହନ ବିଭାଗକୁ କ୍ୟାବିନେଟ ରେ ମିଳିଛି ଅନୁମୋଦନ। ସେହିପରି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ,  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗରୁ ୧ଟି ଲେଖାଏଁ ପ୍ରସ୍ତାବକୁ କ୍ୟାବିନେଟ ବୈଠକରେ ଅନୁମୋଦନ ମିଳିଛି l    

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories