Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଅଜଣା ଗାଡି ଧକ୍କା ରେ ଭାଲୁ ର ମୃତ୍ୟୁ

କଳାହାଣ୍ଡି,୧୫/୦୪
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ସାନ ପୋଡ଼ାଗୁଡା ବିଜୁ ଏକ୍ସପ୍ରେସ ୱେ ରେ ବିଳମ୍ବିତ ରାତିରେ କୌଣସି ଏକ ଅଜଣା ଗାଡି ଧକ୍କା ରେ ରାସ୍ତା ପାର ହେଉଥିବା ବେଳେ ଏକ ଭାଲୁ ର ମୃତ୍ୟୁ ହୋଇଛି। ସକାଳୁ ଭାଲୁ ମରି ପଡିଥିବା ଦେଖି ସ୍ଥାନୀୟ ଲୋକମାନେ ବେହେରା ସେକ୍ସନ ଜଙ୍ଗଲ ବିଭାଗ କର୍ମଚାରୀ ଙ୍କୁ ସୂଚନା ଦେଇଥିଲେ। ଜଙ୍ଗଲ ବିଭାଗ କର୍ମଚାରୀ ପହଞ୍ଚି ଭାଲୁ ର ମୃତ ଦେହ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ କୋକସରା ପ୍ରାଣୀ ଚିକିତ୍ସାଳୟ କୁ ନେଇଛନ୍ତି ଓ ଘଟଣା ର ତଦନ୍ତ ଜାରି ରଖିଥିବା ନେଇ ସୂଚନା ମିଳିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ