Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କୁଡlପଡା ସରକାରୀ ପ୍ରାଥମିକ ବିଦ୍ୟାଳୟ ରେ ଶିକ୍ଷକ ନିଯୁକ୍ତି ଦାବୀରେ ସ୍କୁଲ ରେ ତାଲା ପକାଇଲେ ଛାତ୍ର ଛାତ୍ରୀ ଓ ଅବିଭାବକ

ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କୁଡ଼ାପଡ଼ା ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପାଇଁ ଜଣେମାତ୍ର ଶିକ୍ଷକ ଥିବାବେଳେ ଆଉ ଜଣେ ଶିକ୍ଷକ ନିଯୁକ୍ତି ଦେବାକୁ ଦାବିକରି
ଅଭିଭାବକ, ଗ୍ରାମବାସୀ ଓ ଛାତ୍ରଛାତ୍ରୀମାନେ ଆଜି ସ୍କୁଲ ଫାଟକରେ ତାଲା ପକେଇ ପ୍ରତିବାଦ କରିଥିବାର ଜଣାପଡ଼ିଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ