Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳାଖେମୁଣ୍ଡି ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ୮୦ ତମ ସ୍ୱାଧୀନତା ଦିବସ ପାଳିତ

ପାରଳାଖେମୁଣ୍ଡି ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ୮୦ ତମ ସ୍ୱାଧୀନତା ଦିବସ ପାଳିତ
ପାରଳାଖେମୁଣ୍ଡି:୧୬/୮(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ବରିଷ୍ଠ ନାଗରିକ ମଞ୍ଚ କାର୍ଯ୍ୟାଳୟ ଠାରେ ୮୦ ତମ ସ୍ୱାଧୀନତା ଦିବସ ମହାସମାୋହରେ ପାଳିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ ବରିଷ୍ଠ ନାଗରିକ ମଞ୍ଚ ର ସଭାପତି ଶ୍ରୀ ନୃସିଂହ ଚରଣ ରଥ ଯୋଗ ଦେଇ ଜାତୀୟ ପତାକା ଉତ୍ତଳନ କରିଥିଲେ ବକ୍ସି ସାହି ସ୍ଥିତ ବରିଷ୍ଠ ନାଗରିକ ମଞ୍ଚର କାର୍ଯ୍ୟାଳୟ ଠାରୁ ସଭାପତି ଶ୍ରଯୁକ୍ତ ରଥଙ୍କ ନେତୃତ୍ୱରେ ଏକ ତ୍ରିରଙ୍ଗା ପତାକା ହାତରେ ଧରି ସହର ପରିକ୍ରମା କରିଥିଲେ l ପରିଶେଷରେ ବରିଷ୍ଠ ନାଗରିକ ମଞ୍ଚର ସମ୍ପାଦକ ବିନୋଦ ବିହାରୀ ପଣ୍ଡା ଧାନ୍ୟବାଦ ଅର୍ପଣ କରିଥିଲେ l

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories