Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବ୍ରହ୍ମପୁରର ଯୁବ ଚିତ୍ରଶିଳ୍ପୀ ଏନ୍ କରୁଣାକର ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀ ଜନ୍ମ ଦିନ ଅବସରରେ ଦୁଇଟି ଫୋଟ ଚିତ୍ର ନରେନ୍ଦ୍ର ମୋଦୀ ଓଖଣି ମନ୍ତ୍ରୀ ବିଭୁତି ଭୁଷଣ ଜେନା ଙ୍କ ପ୍ରଦାନ

ବ୍ରହ୍ମପୁରର ଯୁବ ଚିତ୍ରଶିଳ୍ପୀ ଏନ୍ କରୁଣାକର ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀ ଜନ୍ମ ଦିନ ଅବସରରେ ଦୁଇଟି ଫୋଟ ଚିତ୍ର ନରେନ୍ଦ୍ର ମୋଦୀ ଓଖଣି ମନ୍ତ୍ରୀ ବିଭୁତି ଭୁଷଣ ଜେନା ଙ୍କ ପ୍ରଦାନ
ପାରଳାଖେମୁଣ୍ଡି:୧୭/୯(ଗରୁଡ଼ ଧ୍ଵଜ ଚୌଧୁରୀ)
ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ବ୍ରହ୍ମପୁରର ଯୁବ ଚିତ୍ରଶିଳ୍ପୀ ଏନ୍ କରୁଣାକର ଆଜି ଓଡ଼ିଶା ସରକାରଙ୍କ ମାନ୍ୟବର ବାଣିଜ୍ୟ,ପରିବହନ,ଖଣି ଓ ଇସ୍ପାତ ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନାଙ୍କୁ ଗୋଳନ୍ଥରା ସ୍ଥିତ ବନ୍ଦେ ମାତରଂ କାର୍ଯ୍ୟାଳୟ ଠାରେ ସୈାଜନ୍ୟମୂଳକ ସାକ୍ଷାତ କରି ବିଶ୍ୱର ଲୋକପ୍ରିୟ ନେତା ଶ୍ରୀ ନରେନ୍ଦ୍ର ମୋଦି ଏବଂ ମାନ୍ୟବର ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନାଙ୍କ ତୈଳଚିତ୍ର (Hand Painting) ପ୍ରଦାନ କରି ଆଶିର୍ବାଦ ନେଇଛନ୍ତି । ଏହି କାର୍ଯ୍ୟକ୍ରମରେ ସୁନୀଲ ସାହୁ (ବଣ୍ଟି) ଉପସ୍ଥିତ ଥିଲେ

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories