Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସେବା ସଂକଳ୍ପ ଅଭିଯାନ କୋକସରା ବ୍ଲକ ପ୍ରଶାସନ ପକ୍ଷରୁ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ।

କଳାହାଣ୍ଡି,୦୧/୧୦
ରାଜ୍ୟ ସରକାରଙ୍କ ପକ୍ଷରୁ ୧୭ ସେପ୍ଟେମ୍ବର ରୁ ୨ ଅକ୍ଟୋବର ଗାନ୍ଧୀ ଜୟନ୍ତୀ ପର୍ଯ୍ୟନ୍ତ ସେବା ସଂକଳ୍ପ ଅଭିଯାନ ଜନ ସେବା ରୁ ରାଷ୍ଟ୍ର ସେବା କାର୍ଯ୍ୟକ୍ରମ ଜାରି ରହିଥିବା ବେଳେ ଗୁରୁବାର କୋକସରା ବ୍ଲକ ପ୍ରଶାସନ ପକ୍ଷରୁ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଜରିଆରେ ବ୍ଲକ କାର୍ଯ୍ୟାଳୟ ପରିସରରେ ସ୍ୱଚ୍ଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବ୍ଲକ ସହକାରୀ ଯନ୍ତ୍ରୀ ଏହେମ୍ମଦ ସଫିକ, କନିଷ୍ଠ ଯନ୍ତ୍ରୀ ଅଜୟ ସେନାପତି, କିର୍ତ୍ତି ଚନ୍ଦ୍ର ବେହେରା,ଯୋଗାଣ ଅଧିକାରୀ ଜଗାରାମ ମୁର୍ମୁ ସମେତ ବ୍ଲକ କାର୍ଯ୍ୟାଳୟ ର ଅନ୍ୟ କର୍ମଚାରୀ ମାନେ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ